www.samajalive.in
Saturday, December 6, 2025
23.1 C
Bhubaneswar

ବିଶ୍ୱପ୍ରସିଦ୍ଧ ଧନୁଯାତ୍ରାର ଆଖଡା ଆରମ୍ଭ  

ବରଗଡ଼: ବରଗଡ଼ ଜିଲାରେ ହେବାକୁ ଥିବା ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରାର ଆଖଡା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଅତିରିକ୍ତ ଜିଲ୍ଲାପାଳ ମିର୍ଧା ଟପ୍ପୋ ମା’ ସରସ୍ୱତୀଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରି ଏହାର ଆରମ୍ଭ କରିଛନ୍ତି। ବରଗଡ଼ କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ଏହି ଆଖଡାରେ ସମସ୍ତ କଳାକାରମାନଙ୍କ ସହିତ ଧନୁଯାତ୍ରାର ଆବାହକ ସୁରେଶ୍ୱର ଶତପଥୀ, କଳାକାର ଆବାହନ କମିଟିର ସଂଯୋଜକ ଅଶୋକ ବେହେରା ଏବଂ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ପ୍ରତିଦିନ ଏହି ଆଖଡା ଦିନ ୧୦ଟା ରୁ ଚାଲିବ ବୋଲି କୁହାଯାଇଛି। ସଂଯୋଜକ ଅଶୋକ ବେହେରାଙ୍କ ତତ୍ୱାବଧାନରେ ଏହି ଖୋଲାମଞ୍ଚ ନାଟକର ଆଖଡା ଆରମ୍ଭ ହୋଇଛି ।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories