ବରଗଡ଼: ଡିସେମ୍ବର ୨୭ ତାରିଖରୁ ଆରମ୍ଭ ହେବ ବିଶ୍ବପ୍ରସିଦ୍ଧ ଧନୁଯାତ୍ରା। ଡିସେମ୍ବର ୨୭ରୁ ଆରମ୍ଭ ହୋଇ ଜାନୁୟାରୀ ୬ ତାରିଖ ଯାଏ ଚାଲିବ ବରଗଡ଼ ଧନୁଯାତ୍ରା। ବୁଧବାର ଜିଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି।
Popular Categories

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!