www.samajalive.in
Monday, December 8, 2025
20.1 C
Bhubaneswar

ମହାନ ବିପ୍ଳବୀ ଧରଣୀଧରଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଶ୍ରଦ୍ଧାଂଜଳି

ଡେସ୍କ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଧରଣୀଧରଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି। ସେ ଟ୍ୱିଟ କରି କହିଛନ୍ତି ଯେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ମହାନ ବିପ୍ଳବୀ ଧରଣୀଧର ନାଏକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଉଛି। ଦେଶର ସ୍ୱାଧୀନତା ସହ ଜନଜାତିଙ୍କ ଅଧିକାରର ସୁରକ୍ଷା ଓ କଲ୍ୟାଣ ପାଇଁ ତାଙ୍କର ସଂଗ୍ରାମ ସର୍ବଦା ସ୍ମରଣୀୟ।

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧରଣୀଧରଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି। ସେ ଟ୍ୱିଟ କରି କହିଛନ୍ତି ଯେ ମହାନ୍‍ ସ୍ୱାଧୀନତା ସଂଗ୍ରାମୀ ତଥା ବିପ୍ଳବୀ ଧରଣୀଧର ନାଏକଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories