ଧର୍ମ ହେଉଛି ଏକ ଜୀବନ ଶୈଳୀ – ରାଷ୍ଟ୍ରପତି

ଡେସ୍କ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି, ଧର୍ମ ହେଉଛି ଏକ ଜୀବନ ଶୈଳୀ ଏବଂ ବ୍ରହ୍ମକୁମାରୀମାନେ ଲୋକମାନଙ୍କୁ ସେମାନଙ୍କ ଜୀବନର ଉଦ୍ଦେଶ୍ୟ ଅନୁଭବ କରାଇବା ପାଇଁ ପ୍ରୟାସ କରୁଛନ୍ତି। ସେମାନେ ଜ୍ଞାନର ଆଲୋକ ବିସ୍ତାର କରୁଛନ୍ତି ଏବଂ ଲୋକଙ୍କୁ ଶାନ୍ତି ଓ ସୌହାର୍ଦ୍ଦ୍ୟ ସହିତ ଜୀବନ ଯାପନ କରିବାରେ ସାହାଯ୍ୟ କରୁଛନ୍ତି ବୋଲି ସେ କହିଛନ୍ତି। ସର୍ବସାଧାରଣଙ୍କ ପାଇଁ ଆଜିଠାରୁ ଖୋଲିଲା ଆବୁଧାବିର ହିନ୍ଦୁ ମନ୍ଦିର ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି ଯେ ଭାରତରେ ଆଧ୍ୟାତ୍ମିକ ଚେତନା … Continue reading ଧର୍ମ ହେଉଛି ଏକ ଜୀବନ ଶୈଳୀ – ରାଷ୍ଟ୍ରପତି