www.samajalive.in
Sunday, December 14, 2025
17.1 C
Bhubaneswar

ଦୁଇ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଧର୍ମଗଡ଼: କଳାହାଣ୍ଡି ଜିଲାରେ ଚାଞ୍ଚଲ୍ୟ। ଧର୍ମଗଡ଼ ଅଞ୍ଚଳରେ ଥିବା ଏକ ଗାଁ ପାଖ ନାଳ ପାର୍ଶ୍ବରୁ ଦୁଇ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି। ଶାବୁନଭାଡ଼ି ଓ ବାଞ୍ଜିପଦର ଗାଁର ମଧ୍ୟବର୍ତ୍ତି ଅଞ୍ଚଳରୁ ଉଦ୍ଧାର କରାଯାଇଛି। ମୃତକ ଦୁଇଜଣ ବାଞ୍ଜିପଦର ଗାଁର ନାବାଳକ ଓ ନାବାଳିକା ବୋଲି ସୂଚନା ମିଳିଛି। ଉଭୟେ ସପ୍ତାହେ ହେଲା ଗାଁରୁ ନିଖୋଜ ଥିଲେ। ଆଜି କିଛି ଛେଳି ଚରାଳି ମୃଦଦେହ ଦେଖି ଖବର ଦେଇଥିଲେ। ଘଟଣାସ୍ଥଳରେ ଧର୍ମଗଡ଼ ପୁଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛି। ଉଭୟ ପ୍ରେମୀଯୁଗଳ ହୋଇଥିବାବେଳେ ସେମାନଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।

ଘଟଣାସ୍ଥଳରେ ପୁଲିସ ଓ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ ଜାରି ରଖିଛି। ଉଭୟ ନାବାଳକ ଓ ନାବାଳିକର ପରିବାର ସଦସ୍ୟଙ୍କୁ ପଚରାଉଚୁରା କରୁଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories