www.samajalive.in
Saturday, December 6, 2025
16.1 C
Bhubaneswar

ହତ୍ୟା ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ଧର୍ମଗଡ : ୨୦୧୬ରେ ଘଟିଥିବା ଏକ ହତ୍ୟା ମାମଲର ବିଚାରକରି ଅତିରିକ୍ତ ଜିଲ୍ଲା ଦୌରା ଜଜଙ୍କ ଅଦାଲତ ତାକୁ ନିର୍ଦ୍ଦୋଷ ଘୋଷଣା କରିଛନ୍ତି। ମାମଲାରୁ ପ୍ରକାଶ ଯେ ଗତ ୨୫/୧/୧୬ରେ ଆମପାଣି ଥାନା ଅନ୍ତର୍ଗତ ବିରିମୁହାଣ ଗ୍ରାମର ବଲି ମାଝି ତା’ସାନ ଭାଇ ସନିଆ ମାଝିକୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ପୁଲିସ ଏହି ମାମଲରେ ବଲି ମାଝିକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଅଭିଯୁକ୍ତଙ୍କ ପକ୍ଷରୁ ଆଇନଜୀବୀ ଗଙ୍ଗା ମଙ୍ଗରାଜ ମୋକଦମା ପରିଚାଳନା କରୁଥିଲେ। ସମସ୍ତ ସାକ୍ଷ୍ୟ ପ୍ରମାଣ ପ୍ରଭାବରୁ ଅଦାଲତ ତାଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories