www.samajalive.in
Wednesday, December 10, 2025
23.1 C
Bhubaneswar

୨ବାଇକ୍ ଆରୋହୀଙ୍କ ଠାରୁ ୫ଲକ୍ଷ ଟଙ୍କା ଜବତ

ଧର୍ମଗଡ଼ : ଜୟପାଟଣା ଥାନା ମୋଟେର ରାସ୍ତାର ଖୁଟୁଲୁଗୁଡ଼ା ନିକଟରୁ ଶୁକ୍ରବାର ୨ଜଣ ବାଇକ୍ ଆରୋହୀଙ୍କ ଠାରୁ ପୁଲିସ୍ ୫ଲକ୍ଷ ଟଙ୍କା ଜବତ କରିଛି। ୨ଯୁବକଙ୍କୁ ଅଟକ ରଖି ପୁଲିସ୍ ପଚରା ଉଚରା କରୁଥିବା ଜଣାପଡିଛି।

Hot this week

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

Related Articles

Popular Categories