www.samajalive.in
Sunday, December 14, 2025
17.1 C
Bhubaneswar

ଧର୍ମପଦ ପୁରସ୍କାର ଓ ଶିଳ୍ପୀ ସମ୍ବର୍ଦ୍ଧନା – ପ୍ରସ୍ତାବ ଆହ୍ୱାନ କଲା ଲଳିତ କଳା ଏକାଡେମୀ

ଡେସ୍କ: ଓଡ଼ିଶା ଲଳିତ କଳା ଏକାଡେମୀ ତରଫରୁ ୨୦୨୩ ମସିହା ପାଇଁ ଧର୍ମପଦ ପୁରସ୍କାର ଓ ଶିଳ୍ପୀ ସମ୍ବର୍ଦ୍ଧନା ରାଜ୍ୟର ବୟୋଜ୍ୟେଷ୍ଠ ଶିଳ୍ପୀମାନଙ୍କୁ ପ୍ରଦାନ କରାଯିବ। ଏଥିପାଇଁ ରାଜ୍ୟର ବିଭିନ୍ନ ସାଂସ୍କୃତିକ ତଥା ଚିତ୍ରକଳା ଅନୁଷ୍ଠାନ, ଜିଲ୍ଲା ସଂସ୍କୃତି ଅଧିକାରୀ ଓ ରାଜ୍ୟର ଶିଳ୍ପୀମାନଙ୍କଠାରୁ ଏକାଡେମୀ ପ୍ରସ୍ତାବ ଆହ୍ବାନ କରିଛି।

ସୂଚନା ଅନୁଯାୟୀ, ଆବେଦନକାରୀ ଶିଳ୍ପୀଙ୍କର ବୟସ ତା.୦୧.୦୧.୨୦୨୩ରିଖ ସୁଦ୍ଧା ୬୦ ବର୍ଷରୁ ଊର୍ଦ୍ଧ୍ବ ହୋଇଥିବା ଆବଶ୍ୟକ। ପ୍ରସ୍ତାବକାରୀ ନିଜର ନାମ କିମ୍ବା ଅନ୍ୟ ଶିଳ୍ପୀଙ୍କ ନାମ, ଜନ୍ମତାରିଖ, ସଂକ୍ଷିପ୍ତ ଜୀବନୀ, ପ୍ରମାଣପତ୍ର ସହ ଆସନ୍ତା ଅଗଷ୍ଟ ୩୦ ତାରିଖ ମଧ୍ୟରେ ସଚିବ, ଓଡ଼ିଶା ଲଳିତ କଳା ଏକାଡେମୀ, ସଂସ୍କୃତି ଭବନ, ଭୁବନେଶ୍ବର ୭୫୧୦୧୪ କିମ୍ବା ଇମେଲ – odishalka1962@gmail.com ଜରିଆରେ ପଠାଇ ପାରିବେ।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories