www.samajalive.in
Thursday, December 11, 2025
26.1 C
Bhubaneswar

ଡଃ ଶ୍ୟାମା ପ୍ରସାଦ ମୁଖାର୍ଜୀ ଓ ପଣ୍ଡିତ୍ ଦିନଦୟାଲ ଉପାଧ୍ୟାୟଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର : ଭାରତୀୟ ଜନତା ପାର୍ଟି(ବିଜେପି)ର ୪୦ତମ ସ୍ଥାପନା ଦିବସ ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାରତୀୟ ଜନସଂଘର ପ୍ରତିଷ୍ଠାତା ଡଃ ଶ୍ୟାମା ପ୍ରସାଦ ମୁଖାର୍ଜୀ ଓ ପଣ୍ଡିତ୍ ଦିନଦୟାଲ ଉପାଧ୍ୟାୟଙ୍କୁ ନୂଆଦିଲ୍ଲୀ ସ୍ଥିତ ବାସଭବନରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ଏ ନେଇ ଶ୍ରୀ ପ୍ରଧାନ ଟ୍ବିଟ୍ କରି କହିଛନ୍ତି ଯେ, ଆଜି ଭାରତୀୟ ଜନତା ପାର୍ଟି(ବିଜେପି)ର ୪୦ତମ ସ୍ଥାପନା ଦିବସର
ଶୁଭ ଅବସରରେ ଆମ ସମସ୍ତଙ୍କର ଆଦର୍ଶ, ପ୍ରେରଣାର ଉତ୍ସ ଏବଂ ସଂଗଠନକୁ ଶକ୍ତିଶାଳୀ କରିଥିବା ଦଳର
ପ୍ରତିଷ୍ଠାତା ଡଃ ଶ୍ୟାମା ପ୍ରସାଦ ମୁଖାର୍ଜୀ ଏବଂ ପଣ୍ଡିତ୍ ଦିନଦୟାଲ ଉପାଧ୍ୟାୟଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସହ
ତାଙ୍କର ସ୍ମୃତିଚାରଣ କଲି।

Hot this week

ଶୀତଦିନେ ରୂପି ହେଉଛି କି? କଣ କରିବେ ଜାଣନ୍ତୁ

ଶୀତ ଋତୁରେ ରୂପି ହେବା ଏକ ସାଧାରଣ ଘଟଣା। ଅନେକ ଲୋକ...

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

Related Articles

Popular Categories