www.samajalive.in
Sunday, December 7, 2025
26.1 C
Bhubaneswar

ପାଇକ ବିଦ୍ରୋହ ସ୍ମାରକୀ ସ୍ଥଳ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଡେସ୍କ: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଖୋର୍ଦ୍ଧା ଜିଲ୍ଲା ବରୁଣେଇ ଠାରେ ପାଇକ ବିଦ୍ରୋହ ସ୍ମାରକୀ ସ୍ଥଳ ପରିଦର୍ଶନ କରିବା ସହ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ସାଙ୍ଗରେ ଆଲୋଚନା କରିଛନ୍ତି। ୨୦୦ ବର୍ଷ ପୂର୍ବେ ଖୋର୍ଦ୍ଧା ବରୁଣେଇ ପାହାଡ଼ ପାଦଦେଶରେ ପାଇକମାନେ ବ୍ରିଟିଶ ସରକାର ବିରୁଦ୍ଧରେ ବିଦ୍ରୋହ ଆରମ୍ବ କରିଥିଲେ ତେଣୁ ପାଇକମାନଙ୍କ ବୀରତ୍ବକୁ ଉଜ୍ଜୀବିତ ରଖିବା ପାଇଁ ଏହି ସ୍ମାରକୀ ସ୍ଥଳ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories