ଓଡିସର୍ଭ ପ୍ରକଳ୍ପର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଡେସ୍କ: କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଓ ଉଦ୍ୟୋଗ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାର ଯୁବ ଗ୍ରାଜୁଏଟମାନଙ୍କୁ ଆର୍ଥିକ ସେବା କ୍ଷେତ୍ରରେ ନିଯୁକ୍ତି ସୁଯୋଗ ପାଇଁ ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ଆଜି ସମ୍ବଲପୁରରେ ପ୍ରୋଜେକ୍ଟ ଓଡିସର୍ଭର ଶୁଭାରମ୍ଭ କରିଛନ୍ତି।ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଓଡିସର୍ଭ ପ୍ରକଳ୍ପ ଦେଶର ଯୁବପିଢ଼ିଙ୍କୁ ସଶକ୍ତ କରିବ, ସେମାନଙ୍କୁ ଅଧିକ ରୋଜଗାରକ୍ଷମ କରିବ ଏବଂ ସେମାନଙ୍କ ଆକାଂକ୍ଷା ପୂରଣ କରିବ। ନୂଆ ଶିକ୍ଷା ନୀତି ୨୦୨୦ କିପରି ଶିକ୍ଷା … Continue reading ଓଡିସର୍ଭ ପ୍ରକଳ୍ପର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ