www.samajalive.in
Sunday, December 14, 2025
26.1 C
Bhubaneswar

‘ପଦ୍ମଶ୍ରୀ’ ପୁରସ୍କାରପ୍ରାପ୍ତ ଡ. ଅନ୍ତର୍ଯ୍ୟାମୀ ମିଶ୍ର ଏବଂ ପଟ୍ଟାୟତ ସାହୁଙ୍କୁ ସମ୍ବର୍ଦ୍ଧିତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ସମ୍ମାନଜନକ ‘ପଦ୍ମଶ୍ରୀ’ ପୁରସ୍କାରପ୍ରାପ୍ତ ଓଡ଼ିଶାର ବିଶିଷ୍ଟ ସାହିତ୍ୟିକ ଡ. ଅନ୍ତର୍ଯ୍ୟାମୀ ମିଶ୍ର ଏବଂ ଔଷଧୀୟ ବୃକ୍ଷରାଜିକୁ ସଂରକ୍ଷଣ କରୁଥିବା ପଟ୍ଟାୟତ ସାହୁଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ସହ ସମ୍ବର୍ଦ୍ଧିତ କରିଛନ୍ତି।

କେନ୍ଦ୍ରମନ୍ତ୍ରୀ ଟ୍ବିଟ କରି କହିଛନ୍ତି ଯେ ଉଭୟ ଆମ ରାଜ୍ୟ ଓ ଦେଶ ପାଇଁ ଗୌରବ। ଓଡ଼ିଆ ସାହିତ୍ୟକୁ ଆଗକୁ ନେବାରେ ଡ. ମିଶ୍ରଙ୍କ ପ୍ରଚେଷ୍ଟା ଏବଂ ଔଷଧୀୟ ବୃକ୍ଷ ରୋପଣ କରୁଥିବା ଶ୍ରୀ ସାହୁ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇଛନ୍ତି। ଏହି ଅସାଧାରଣ କୃତିତ୍ୱରୁ ଏକବିଂଶ ଶତାବ୍ଦୀର ଯୁବପିଢି ଅନୁପ୍ରାଣିତ ହେବେ ବୋଲି ମୋର ବିଶ୍ୱାସ ବୋଲି ଶ୍ରୀ ପ୍ରଧାନ ଟ୍ବିଟ କରି କହିଛନ୍ତି।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories