www.samajalive.in
Monday, December 15, 2025
24.1 C
Bhubaneswar

ଭୁବନେଶ୍ୱର ଆଇଆଇଟିରେ ଦୁଇଟି ନୂଆ ବିଲ୍ଡିଂର ଉଦଘାଟନ କଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଭୁବନେଶ୍ୱର ଆଇଆଇଟିରେ ଦୁଇଟି ନୂଆ ବିଲ୍ଡିଂର ଉଦଘାଟନ କରିଛନ୍ତି। ଋଷିକୁଲ୍ୟା ଛାତ୍ରାବାସ ଏବଂ ପୁଷ୍ପାଞ୍ଜଳି ଲେକଚର ହଲ କଂପ୍ଲେକ୍ସ ଉଦଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ। ୧୨୬୦ରୁ ଅଧିକ କୋଟି ଟଙ୍କା ବ୍ୟୟରେ ଆଇଆଇଟି କ୍ୟାମ୍ପସ ଭିତ୍ତିଭୂମିର ବିକାଶ କରାଯାଉଛି। ଏହା ଦ୍ୱିତୀୟ ପର୍ଯ୍ୟାୟ କ୍ୟାମ୍ପସରେ ନିର୍ମାଣ ହୋଇଛି। ଏହି ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଆଇଆଇଟି ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି।

 

- Advertisement -

 

 

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories