ନୂଆଦିଲ୍ଲୀ: କଳ୍ପନାଜଳ୍ପନାର ଅବସାନ ଘଟିଛି। କେନ୍ଦ୍ର ପେଟ୍ରୋଲିୟମ୍ ଓ ପ୍ରାକୃତିକ ଗ୍ୟାସ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟପ୍ରଦେଶରୁ ରାଜ୍ୟସଭା ଯିବେ। ସମ୍ପ୍ରତି ବିହାରରୁ ରାଜ୍ୟସଭା ଯାଇଥିବା ଧର୍ମେନ୍ଦ୍ରଙ୍କ କାର୍ୟ୍ୟକାଳ ଶେଷ ହେବାକୁ ଥିବାବେଳେ ସେ କେଉଁଠୁ ରାଜ୍ୟସଭା ପ୍ରାର୍ଥୀ ହେବେ ସେ ନେଇ ଚର୍ଚା ହେଉଥିଲା। ତାହାର ଏବେ ଅନ୍ତଃ ଘଟିଛି। ୨୦୧୨ରେ ଧର୍ମେନ୍ଦ୍ର ବିହାରରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ।
Popular Categories



