www.samajalive.in
Sunday, December 7, 2025
23.1 C
Bhubaneswar

ଋଣ ଭାର ପାଇଁ ଜୀବନ ହାରିଲେ ଦମ୍ପତି!

ଢେଙ୍କାନାଳ : ଢେଙ୍କାନାଳ ଜିଲା ସଦର ଥାନା କାଙ୍କଡପାଳ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଋଣ ଭାର ସହି ନପାରି ଏକ ଦମ୍ପତି ଆତ୍ମହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି। ଘର ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତଦେହ ଉଦ୍ଧାର ହୋଇଥିବା ଘରର କାନ୍ଥରେ କଳା ଅଙ୍ଗାରରେ ଲେଖା ହୋଇଛି, ଆମେ ବିଷ ପିଇଛୁ। ଉଭୟ ବିଷ ପିଇବା ପରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ନେଇ ଅନୁମାନ କରାଯାଉଛି। ଋଣ ଭାର ସହି ନପାରି ଦମ୍ପତି ଆତ୍ମହତ୍ୟା କରିଥିବା ନେଇ ସୂଚନା ମିଳିଛି। ତେବେ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories