www.samajalive.in
Saturday, December 6, 2025
26.1 C
Bhubaneswar

ହାତୀ ଆକ୍ରମଣରେ ୨ ମହିଳା ମୃତ

ଢେଙ୍କାନାଳ : ହାତୀ ଆକ୍ରମଣରେ ୨ ମହିଳାଙ୍କ ମୃତ୍ୟୁ। ଏଭଳି ଏକ ଅଭାବନୀୟ ଘଟଣା ଢେଙ୍କାନାଳ ଜିଲା ହିନ୍ଦୋଳ ଦୁଦୁରକୋଟ ବାଘୁଆ ସାହିରେ ଘଟିଛି। ମହିଳାଙ୍କୁ ହାତୀ କଚାଡି ମାରିଛି। ଘଟଣାକୁ କେନ୍ଦ୍ର କରି ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଛନ୍ତି। ହିନ୍ଦୋଳ ଦୁଦୁରକୋଟ ବାଘୁଆ ସାହିରେ ହାତୀ ଆତଙ୍କ ଦେଖାଦେଇଛି। ମହିଳା ୨ ଜଣ ମହୁଲ ଗୋଟାଇବାକୁ ଯାଇଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଛନ୍ତି ବୋଲି ସୂଚନା ମିଳିଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories