ଢେଙ୍କାନାଳ : ଓଡିଶା ଗସ୍ତରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଆସନ୍ତା ୧୭ ତାରିଖରେ ଢେଙ୍କାନାଳ ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ। ଢେଙ୍କାନାଳରେ ଆୟୋଜିତ ହେବାକୁ ଥିବା ମହା ଜନସମ୍ପର୍କ ଯାତ୍ରାରେ ସାମିଲ ହେବେ। ଏନେଇ ବିଜେପି ସା.ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ଆଜି ସୂଚନା ଦେଇଛନ୍ତି।
ଢେଙ୍କାନାଳ ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା
Popular Categories



