www.samajalive.in
Sunday, December 14, 2025
26.1 C
Bhubaneswar

ଗୁଳି କରି ଗହଣା ଲୁଟ

ଢେଙ୍କାନାଳ: ଗୁଳିମାଡ଼ କରି ଗହଣା ବ୍ୟବସାୟୀଙ୍କଠାରୁ ଲୁଟ ହୋଇଥିବା ସୂଚନା ମିଳିଛି। ସାଢ଼େ ୩ ଲକ୍ଷର ଗହଣା ସହ ନଗଦ ୧ ଲକ୍ଷ ଟଙ୍କା ଲୁଟ ଅଭିଯୋଗ ଅଭିଯୋଗ ହୋଇଛି। ରସୋଳ ଥାନା କଦଳୀପାଳ ନିକଟରେ ୨ ଦୁର୍ବୁତ୍ତ ଗୁଳିମାଡ଼ କରିଥିବା ଜଣାପଡ଼ିଛି। ବାଇକରେ କଟକରୁ ଅନୁଗୁଳ ଯାଉଥିଲେ ବ୍ୟବସାୟୀ। ୨ ଦୁର୍ବୁତ୍ତ ପିଛା କରି ଦୁର୍ବୁତ୍ତ ତାଙ୍କୁ ଗୁଳିମାଡ଼ କରିଥିବା ସୂଚନା ମିଳିଛି। ଗୁଳିମାଡ଼ ପରେ ବ୍ୟବସାୟୀ ଜଣକ ଗୁରୁତର ହୋଇପଡ଼ିଥିବାବେଳେ ତାଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories