www.samajalive.in
Saturday, December 6, 2025
15.1 C
Bhubaneswar

ଢେଙ୍କାନାଳ ଫରେଷ୍ଟ କଲୋନୀରେ ବିସ୍ଫୋରଣ ; ଜଣେ ଗୁରୁତର

ଢେଙ୍କାନାଳ : ଢେଙ୍କାନାଳ ଫରେଷ୍ଟ କଲୋନୀରେ ମଙ୍ଗଳବାର ଭୟଙ୍କର ବିସ୍ଫୋରଣ ଘଟିଛି। ହାତୀ ଘଉଡାଇବା ପାଇଁ ରଖାଯାଇଥିବା ବାଣ ବିସ୍ଫୋରଣ ହୋଇଥିବା ଜଣାପଡିଛି। ଉକ୍ତ ବିସ୍ଫୋରଣରେ ହାତୀ ଘଉଡେଇବା ସ୍କ୍ୱାର୍ଡରେ କାର୍ଯ୍ୟରତ କର୍ମଚାରୀ ଗୁରୁତର ହୋଇଛନ୍ତି। ଗୁରୁତର ଜଣଙ୍କ ହେଲେ ସୁଜିତ ସାମଲ । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନନ୍ତର କରାଯାଇଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories