www.samajalive.in
Monday, December 8, 2025
14.1 C
Bhubaneswar

ବସ୍ ଧକ୍କାରେ ୧୬ ଗୋରୁ ମୃତ

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ପରଜଙ୍ଗ ଥାନା ଏନଏଚ୍ ୫୩ ବାରିହାପୁର ଛକ ନିକଟରେ ଅଭାବନୀୟ ଘଟଣା ଘଟିଛି। ରାସ୍ତାରେ କିଛି ଗୋରୁ ଶୋଇଥିବାବେଳେ ଦ୍ରୁତ ଗତି ଯାଉଥିବା ଏକ ଘରୋଇ ବସ୍ ଚଢିଯାଇଛି। ଫଳରେ ୧୬ ଗୋରୁଙ୍କର ମୃତ୍ୟୁ ଘଟିଥିବାବେଳେ ୨ ଗୋରୁ ଗୁରୁତର ରହିଛନ୍ତି। ତେବେ ବୁଧବାର ବିଳମ୍ବିତ ରାତିରେ ଏଭଳି ଅଘଟଣ ଘଟିଛି। ମୃତ ଗାଈ ଗୁଡିକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ରାଜରାସ୍ତାରେ ପଡିରହିଛି।  ଆହତ ଥିବା ଗାଈମାନଙ୍କୁ ବଞ୍ଚାଇବା ପାଇଁ ସ୍ଥାନୀୟ ଲୋକମାନେ ଉଦ୍ୟମ ଜାରି ରଖିଛନ୍ତି । ତେବେ  ଦୁର୍ଘଟଣା ପରେ  ଘଟଣାସ୍ଥଳରେ ଉତ୍ତେଜନା ସୃଷ୍ଟି ହୋଇଛି । ପରଜଙ୍ଗ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

 

- Advertisement -

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories