www.samajalive.in
Friday, November 14, 2025
25.1 C
Bhubaneswar

ହାତୀ ଉପରେ ମାଡିଗଲା ମାଲବାହୀ ଟ୍ରେନ୍

ଢେଙ୍କାନାଳ: ଥମୁନି ହାତୀ ମୃତ୍ୟୁ। ହାତୀ-ମଣିଷ ଲଢେଇ ମଧ୍ୟରେ କେତେବେଳେ ହାତୀର ଜୀବନ ଯାଉଛି ତ ଆଉ କେତେବେଳେ ମଣିଷ ତାର ଜୀବନ ହରାଉଛି। ଆଜି ସକାଳୁ ଢେଙ୍କାନାଳ ଜିଲ୍ଲା ସଦର ରେଞ୍ଜ ମେରାମଣ୍ଡଳୀ ଷ୍ଟେସନ ନିକଟରେ ଏଭଳି କିଛି ଅଘଟଣ ଦେଖିବାକୁ ମିଳିଛି। ମାଲବାହୀ ଟ୍ରେନ୍ ଧକ୍କାରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ହାତୀଟି ରେଳ ଲାଇନ୍ ପାର୍ ହେଉଥିବାବେଳେ ମାଲବାହୀ ଟ୍ରେନଟି ଧକ୍କା ଦେଇଛି। ପରେ ଖବର ପାଇ ଘଟଣାସ୍ଥଳରେ ବନ ବିଭାଗ ଓ ପୁଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

୬ ରାଜ୍ୟର ୮ଟି ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଭୋଟ ଗଣତି

ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନ ଫଳାଫଳ ସହିତ ଆଜି...

ରାଘୋପୁରରେ ତେଜସ୍ୱୀ ଯାଦବ ପଛରେ, ଏନଡିଏ ୧୯୨ ଆସନରେ ଆଗୁଆ

ଡେସ୍କ: ଶୁକ୍ରବାର ସକାଳ ୮ଟାରେ ଗୁରୁତ୍ୱପୂର୍ଣ୍ଣ ବିହାର ବିଧାନସଭା ନିର୍ବାଚନ ପାଇଁ...

ବିହାର ଜନାଦେଶ: ୧୯୦ ସିଟରେ ଆଗୁଆ ଏନଡିଏ

ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି...

୭ମ ରାଉଣ୍ଡ ସୁଦ୍ଧା ଜୟ ଢୋଲକିଆଙ୍କୁ ୩୬, ୦୮୮ ଭୋଟ୍

ନୂଆପଡ଼ା: ନୂଆପଡ଼ାରେ ବଡ଼ ବିଜୟ ପଥେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ।...

Related Articles

Popular Categories