www.samajalive.in
Saturday, December 6, 2025
26.1 C
Bhubaneswar

ଦନ୍ତାହାତୀ ଆକ୍ରମଣରେ ବୃଦ୍ଧ ମୃତ

ଢେଙ୍କାନାଳ : ଦନ୍ତାହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ। ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ମାଗୁବେରେଣୀ ଗାଁରେ ଶୁକ୍ରବାର ଦନ୍ତାହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଗାଁ ପୋଖରୀକୁ ଶୌଚ ପାଇଁ ଯାଇଥିବା ବେଳେ ବୃଦ୍ଧଙ୍କୁ ଦନ୍ତାହାତୀ ଆକ୍ରମଣ କରିଥିଲା। ହାତୀଟି ବୃଦ୍ଧଙ୍କୁ ଶୁଣ୍ଢରେ କଚାଡି ଦେବାରୁ ତାଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିଲା। ଖବର ପାଇ ହିନ୍ଦୋଳ ବନ କର୍ମଚାରୀ ମାନେ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ହାତୀଟି ଆଖପାଖ ଅଞ୍ଚଳରେ ରହିଥିବା ନେଇ ସୂଚନା ମିଳିଛି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories