www.samajalive.in
Monday, December 8, 2025
20.1 C
Bhubaneswar

କେନାଲରୁ ନିଖୋଜ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର

ଢେଙ୍କାନାଳ : କେନାଲରୁ ଗୁରୁବାର ନିଖୋଜ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛିା ମୃତକ ହେଲେ ଅବସରପ୍ରାପ୍ତ ପୁଲିସ ହାବିଲଦାର ଓ ତାଙ୍କ ପତ୍ନୀ। ମୃତ ଦମ୍ପତ୍ତିଙ୍କ ଘର ସଦର ଥାନା ପଞ୍ଚୁବଟୀ ଗାଁରେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଗତକାଲି ଠାରୁ ଉଭୟ ନିଖୋଜ ଥିବା ବେଳେ ସେମାନଙ୍କ ମୃତ୍ୟୁର କାରଣ ମଧ୍ୟ ଅସ୍ପଷ୍ଟ ରହିଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories