www.samajalive.in
Monday, December 8, 2025
27.1 C
Bhubaneswar

ରାସ୍ତା ପାର୍‌ ହୋଇ ପୁଅ ଆଗରେ ବାପାକୁ ଦଳି ଦେଲା ହାତୀ

ଢେଙ୍କାନାଳ : ଢେଙ୍କାନାଳରେ ବୁଧବାର ଘଟିଛି ଅଭାବନୀୟ ଘଟଣା । ପୁଅ ଆଗରେ ବାପାକୁ ଦଳିଦେଲା ହାତୀ । ମୃତକ ହେଲେ ସଙ୍ଖାଳି ବେହେରା। ୫୫ ନମ୍ବର ଜାତୀୟ ରାଜପଥରେ ହଳଦିଆବାହାଳରେ ଏହି ଅଘଟଣ ଘଟିଛି । ଶୌଚ ପାଇଁ ଯାଇଥିବା ବେଳେ ହାତୀ ଆକ୍ରମଣରେ ସଙ୍ଖାଳିଙ୍କ ମୃତ୍ୟୁ ଘଟିଛି। ଜାତୀୟ ରାଜପଥ ପାର୍‌ ହୋଇ ହାତୀ ଦଳି ଦେଇଥିବା ଜଣାପଡିଛି । ଖବର ପାଇ ବନ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି।

ଦେଖନ୍ତୁ ଭିଡିଓ ; ନିଜ ମାଷ୍ଟରଙ୍କୁ ଭେଟିବା ପାଇଁ ହସ୍ପିଟାଲରେ ପହଞ୍ଚିଲା ହାତୀ,କଲା ଏମିତି..

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories