www.samajalive.in
Saturday, December 6, 2025
26.1 C
Bhubaneswar

ରୁଙ୍ଗଟା ମାଇନ୍ସ ଷ୍ଟିଲ କାରଖାନାରେ ବିସ୍ଫୋରଣ

ଢେଙ୍କାନାଳ : ଝାଡବନ୍ଧ ରୁଙ୍ଗଟା ମାଇନ୍ସ ଷ୍ଟିଲ କାରଖାନାରେ ବିସ୍ଫୋରଣ ହୋଇଥିବା ନେଇ ଶନିବାର ଖବର ମିଳିଛି। ଏସଏମଏସ-୬ ନମ୍ବର ଫର୍ନେସ ଭାଟିରେ ଘଟିଛି ବିସ୍ଫୋରଣ। ଏଥିରେ କେହି ମୃତାହତ ହୋଇନଥିବା କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି।

କାଶ୍ମୀରରେ ମର୍ମନ୍ତୁଦ ଦୁର୍ଘଟଣା ; ଗୋଟିଏ ପରିବାରର ୮ ମୃତ

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories