www.samajalive.in
Saturday, December 6, 2025
15.1 C
Bhubaneswar

ଆମ୍ବ ତୋଟାରେ ଦନ୍ତା ଆକ୍ରମଣରେ ବୃଦ୍ଧା ମୃତ

ଢେଙ୍କାନାଳ : ଦନ୍ତାହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ । ଏଭଳି ଏକ ଅଭାବନୀୟ ଘଟଣା ଢେଙ୍କାନାଳର କପିଳାସ ରେଞ୍ଜ ଆମ୍ବନାଳି ଗାଁ ନିକଟରେ ମଙ୍ଗଳବାର ଘଟିଛି । ଆମ୍ବ ତୋଟାରେ ହାତୀ ବୃଦ୍ଧାଙ୍କୁ ପାଦରେ ଦଳି ଦେବାରୁ ତାଙ୍କର ମୃତ୍ୟୁ ଘଟିଛି । ଖବର ପାଇ ପୁଲିସ ଓ ବନ ବିଭାଗ ଟିମ୍‌ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।

ପୁଣି ଫେରିଲା କରୋନା ଭୟ ; ମୁମ୍ବାଇରେ ୨ ଆକ୍ରାନ୍ତ ମୃତ

ଜୁନ୍‌ରେ ୫୦ ବର୍ଷ ପରେ ତ୍ରିକୋଣ ଓ ମାଲବ୍ୟ ରାଜଯୋଗ: ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବେ ମାଲାମାଲ୍‌, କିଣିବେ ଘର, ଗାଡି, ଧନର ହେବ ବର୍ଷା..

- Advertisement -

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories