www.samajalive.in
Sunday, December 14, 2025
23.1 C
Bhubaneswar

ଯୁବତୀଙ୍କ ଗଳା କାଟି ଦୁର୍ବୃତ୍ତ ଫେରାର, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର

ଢେଙ୍କାନାଳ : ଢେଙ୍କାନାଳ କଙ୍କଡ଼ାହାଡ଼ ଥାନା ଅନ୍ତର୍ଗତ ଭଦଳିଆସାହିରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଥିବା ଜଣାପଡ଼ିଛି। ଭଦଳିଆସାହିରେ ଜଣେ ଯୁବତୀଙ୍କୁ ଆକ୍ରମଣ କରି ଗଳା କାଟି ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି। ଗୁରୁତର ଅବସ୍ଥାରେ ଯୁବତୀଙ୍କୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ଯୁବତୀ ଜଣକ ସୁନ୍ଦରଗଡ଼ରୁ ନିଜ ଉଭଣୀ ଘରକୁ ବୁଲିବା ପାଇଁ ଆସିଥିଲେ ଓ ରାତିରେ ବାହାରକୁ ଉଠିଥିବା ସମୟରେ ତାଙ୍କୁ ଏହି ମରଣାନ୍ତକ ଆକ୍ରମଣ ହୋଇଥିବା ସୂଚନା ମିଳିଛି।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories