www.samajalive.in
Saturday, December 6, 2025
26.1 C
Bhubaneswar

ଗାଧୋଇବାକୁ ଯାଇ ପୋଖରୀରେ ବୁଡି ୨ ଭାଇ ମୃତ

କାମାକ୍ଷାନଗର : ପୋଖରୀରେ ବୁଡି ଚାଲିଗଲା ୨ ଭାଇଙ୍କ ଜୀବନ । ଏଭଳି ଅଘଟଣ ଗୁରୁବାର ଢେଙ୍କାନାଳ ଜିଲା ଏକତାଳି ଗାଁରେ ଘଟିଛି । ଉଭୟ ସମ୍ପର୍କରେ ଭାଇ ହୋଇଥିବା ବେଳେ ସେମାନଙ୍କ ବୟସ ୭ ଓ ୮ ବର୍ଷ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଆଜି ବଡଓଷା ଥିବାରୁ ମନ୍ଦିର ଯିବା ପାଇଁ ୨ ଭାଇ ଗାଁ ପୋଖରୀକୁ ଗାଧୋଇବାକୁ ଯାଇଥିଲେ । ଗାଧୋଇବା ସମୟରେ ଗୋଡ ଖସିଯିବାରୁ ପାଣିରେ ବୁଡି ଯାଇଥିଲେ । ଦୀର୍ଘ ସମୟ ପର୍ଯ୍ୟନ୍ତ ଘରକୁ ନଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ ମଧ୍ୟ ପାଇନଥିଲେ । ପରେ ଉଭୟଙ୍କୁ ପୋଖରୀରୁ ଉଦ୍ଧାର କରାଯାଇ ମେଡିକାଲ ନିଆଯାଇଥିଲା । ମାତ୍ର ଡାକ୍ତର ମୃତ ଘୋଷଣା କରିଥିଲେ । ଏହି ଘଟଣା ପରେ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି ।

ଭୁବନେଶ୍ୱର ଓୟୁଏଟିରେ ଜଣ୍ଡିସ୍‌ ବ୍ୟାପିବା ପ୍ରସଙ୍ଗ; ଓୟୁଏଟିକୁ ଟିମ୍‌ ପଠାଇଲା ୱାଟକୋ..

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories