www.samajalive.in
Saturday, December 6, 2025
15.1 C
Bhubaneswar

ନିଆଁ ଲାଗି ଜଳିଗଲା ବସ୍, ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ..

ଢେଙ୍କାନାଳ : ଟଳିଲା ବିପଦ। ବଡ ଅଘଟଣରୁ ବର୍ତ୍ତିଗଲେ ବସ୍ ଯାତ୍ରୀ। ଢେଙ୍କାନାଳ ୫୫ ନମ୍ବର ଜାତୀୟ ରାଜପଥ ଆନନ୍ଦନଗର ନିକଟରେ ଏକ ଯାତ୍ରୀବାହୀ ବସ୍ ଜଳି ଯାଇଛି। ସୌଭାଗ୍ୟବଶତଃ ବସର ଯାତ୍ରୀ ସୁରକ୍ଷିତ ଅଛନ୍ତି। ନିଆଁ ଲାଗିବା ମାତ୍ରେ ଯାତ୍ରୀ ବସରୁ ବାହାରକୁ ପଳାଇ ଆସିଥିଲେ। ବସ୍ ଅନୁଗୁଳରୁ ଭୁବନେଶ୍ୱର ଆସୁଥିବା ବେଳେ ଏହି ଅଘଟଣ ଘଟିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଦମକଳ ବାହିନୀ ଦ୍ୱାରା ନିଆଁକୁ ଆୟତ୍ତ କରାଯାଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ସାରା ରାଜ୍ୟ, ସାଢେ ୧୧ଟା ସୁଦ୍ଧା ତାପମାତ୍ରା ଟପିଲା ୪୦ ଡିଗ୍ରୀ

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories