www.samajalive.in
Tuesday, December 9, 2025
23.1 C
Bhubaneswar

ଢେଙ୍କାନାଳ: ନିଖୋଜ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର

ଢେଙ୍କାନାଳ: ଗତକାଲି ସନ୍ଧ୍ୟାରେ ଢେଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଖଙ୍କିରା ଗାଁ ଦାଣ୍ଡରେ ଖେଳୁଥିବା ବେଳେ ଚନ୍ଦନ ସାହୁଙ୍କ ୩ ବର୍ଷର ପୁଅ କାଳିଆ ନିଖୋଜ ହୋଇଯାଇଥିଲା। ବହୁ ଖୋଜାଖୋଜି ପରେ ପରିବାର ଲୋକେ କାଳିଆର ଖୋଜ ଖବର ପାଇ ନ ଥିଲେ। ତେବେ ନିଖୋଜ ହେବାର ୧୨ ଘଣ୍ଟା ପରେ ଗୁରୁବାର ସକାଳୁ ଏକ କୂଅରୁ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର କରାଯାଇଛି।

ତା’ ମୁଣ୍ଡରେ ଆଘାତ ଲାଗିଥିବା ସୂଚନା ମିଳିଛି। ଶିଶୁଟିକୁ କେହି ହତ୍ୟା କରି କୂଅ ଭିତରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି।  ଉକ୍ତ କୂଅ ନିକଟକୁ କିପରି କାଳିଆ ଗଲା। କିଏ ତାକୁ ମାରି ଫିଙ୍ଗି ଦେଇଛି ନା ସେ ନିଜେ କୂଅରେ ପଡ଼ି ଯାଇଥିଲା, ତାହା ସ୍ପଷ୍ଟ ହୋଇପାରିନି।

Hot this week

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

ଜନଗଣନା ପାଇଁ ଜାନୁଆରୀ ୧୫ ସୁଦ୍ଧା ହେବେ କାର୍ଯ୍ୟକର୍ତ୍ତା ନିଯୁକ୍ତି

ସମାଜ ଲାଇଭ ଡ଼େସ୍କ : ୨୦୨୭ ଜନଗଣନା ପାଇଁ ଆଗାମୀ ଜାନୁଆରୀ...

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

Related Articles

Popular Categories