www.samajalive.in
Monday, December 8, 2025
27.1 C
Bhubaneswar

ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ସମାଜ ଡିଜିଟାଲ ଡେସ୍କ: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ରେଞ୍ଜର। ଢେଙ୍କାନାଳ ସଦର ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ଘରେ ଗୁରୁବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ବିଭୁଦାନନ୍ଦଙ୍କ ଘର ସମତେ ୩ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି। ରେଞ୍ଜରଙ୍କ ଷ୍ଟେସନ ବଜାର ଘର, ସରକାରୀ ବାସଭବନ ଓ ଅଫିସରେ ଚଢ଼ାଉ ଚାଲିଥିବା ସୂଚନା ମିଳିଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories