www.samajalive.in
Saturday, December 6, 2025
16.1 C
Bhubaneswar

ସର୍ବୋଚ୍ଚ ଜଳସ୍ତର ଛୁଇଁଲା ହୀରାକୁଦ ଜଳଭଣ୍ଡାର

ସମାଜ ଡିଜିଟାଲ ଡେସ୍କ: ହୀରାକୁଦ ଜଳଭଣ୍ଡାରର କ୍ଷମତା ୬୩୦ଫୁଟ ଥିବାବେଳେ ଏବେ ଜଳସ୍ତର ୬୩୦ଫୁଟ ପୁରିଛି। ନିର୍ଦ୍ଧାରିତ ୧୦ଦିନ ପୂର୍ବରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଶୀର୍ଷ ସ୍ତର ଛୁଇଁଛି। ବର୍ତ୍ତମାନ ହୀରାକୁଦର ସବୁ ଗେଟ ବନ୍ଦ ରହିଥିବା ବେଳେ ୫୬ହଜାର ୩୯୨କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୩୭ହଜାର ୩୩୪କ୍ୟୁସେକ ବନ୍ୟା ଜଳ ନିଷ୍କାସିତ ହେଉଛି। ସେଥିରାୁ ପାୱାର ଚାନେଲ୍‌‌ ଦେଇ ୩୨ହଜାର ୬୭୫କ୍ୟୁସେକ ଜଳ ମହାନଦୀରେ ଛଡାଯାଉ ଥିବାବେଳେ ଶିଳ୍ପାନୁଷ୍ଠାନ ଗୁଡିକ ୨୭୩କ୍ୟୁସେକ ଜଳ ଟାଣୁଛନ୍ତି। ଜଳସେଚନ ପାଇଁ ବିଭିନ୍ନ କେନାଲ ଦେଇ ୪ହଜାର ୩୮୬ କ୍ୟୁସେକ ଜଳ ଛଡାଯାଇଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories