www.samajalive.in
Monday, December 8, 2025
13.1 C
Bhubaneswar

ଝାଡାବାନ୍ତି ଆତଙ୍କ: ଦୁଇ ମୃତ, ୫୦ରୁ ଉର୍ଦ୍ଧ୍ବ ଆକ୍ରାନ୍ତ

ଦେଓଗାଁ: ଦେଓଗାଁ ବ୍ଲକ ସିଂହା ମୁଣ୍ଡା ପଞ୍ଚାୟତ ର କନ୍ଧପାଲିପଡ଼ାରେ ଝାଡାବାନ୍ତି ଆତଙ୍କ। ଝାଡାବାନ୍ତିରେ ବର୍ତ୍ତମାନ ପର୍ଯ୍ୟନ୍ତ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୫୦ରୁ ଅଧିକ  ଆକ୍ରାନ୍ତ ଚିକିତ୍ସିତ ହେଉଥିବା ଜଣାପଡିଛି।  ନୁଆଁଖାଇ ପର୍ବର ଛାଡଖାଇ ପାଳନ ପରେ ମଙ୍ଗଳବାର ରାତିରେ ଗାଁରେ ଝାଡ଼ାବାନ୍ତି ଆରମ୍ଭ ହୋଇଥିଲା । ଝାଡାବାନ୍ତିରେ  କନ୍ଧପାଲିପଡାର ସୁରୁ ନାଗଙ୍କ ମୃତ୍ୟୁ ହୋଇଥିବାବେଳେ ଆଜି ସୁଶୀଲ ବଗର୍ତ୍ତୀ ଙ୍କ ମୃତ୍ୟୁ ହୋଇଥିବା ବିଜେଡି ଛାତ୍ର ସଭାପତି ଦୀପକ ବେହେରା ସୂଚନା ଦେଇଛନ୍ତି। ସେପଟେ ଏ ନେଇ ଦେଓଗାଁ ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ର ସୁପରିଟେଣ୍ଡେଣ୍ଟ କହିଛନ୍ତି କେଉଁ କାରଣରୁ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି , ସେ ନେଇ ତଦନ୍ତ ଚାଲିଛି।

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories