ମାଥିଲିରେ ଝାଡ଼ାବାନ୍ତି: ୭ ଆକ୍ରାନ୍ତ, ୪ ଗୁରୁତର
ସମାଜ ଡିଜିଟାଲ ଡେସ୍କ: ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ କୋପ୍ରା ଗ୍ରାମରେ ଝାଡ଼ାବାନ୍ତି ଦେଖାଦେଇଛି। ଏଥିରେ ଗାଁର ୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆକ୍ରାନ୍ତଙ୍କୁ ସ୍ଥାନୀୟ ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଝାଡ଼ାବାନ୍ତିର ପ୍ରକୃତ କାରଣ ଜଣାପଡ଼ି ନାହିଁ।
Comments are closed.