www.samajalive.in
Monday, December 8, 2025
24.1 C
Bhubaneswar

ଝାଡ଼ାବାନ୍ତିରେ ୨୫ ଆକ୍ରାନ୍ତ, ୨ ଜଣଙ୍କ ମୃତ୍ୟୁ ଅଭିଯୋଗ

ସମାଜ ଡିଜିଟାଲ ଡେସ୍କ: ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ ଟିକରପଡ଼ା ଗାଁରେ ଝାଡ଼ାବାନ୍ତି ବ୍ୟାପିଛି। ଗତ ଏକ ସପ୍ତାହ ମଧ୍ୟରେ ଗାଁରେ ୨୫ରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଗ୍ରାମବାସୀ କହିଛନ୍ତି। ଏପରି କି ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି। ଦୂଷିତ ପାଣି ଯୋଗୁ ଝାଡ଼ାବାନ୍ତି ବ୍ୟାପୁଥିବା ନେଇ ଗ୍ରାମବାସୀ କହିଛନ୍ତି।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories