www.samajalive.in
Sunday, December 7, 2025
23.1 C
Bhubaneswar

ଡିଆଇଜିଙ୍କ ଭବାନୀପାଟଣା ଗସ୍ତ

ଭବାନୀପାଟଣା : ଆସନ୍ତା ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭବାନୀପାଟଣା ଗସ୍ତରେ ଆସିବେ। ସେଦିନ ରାଜ୍ୟରେ ଅନ୍ତୋଦୟ ଗୃହ ଯୋଜନାର ଏହିଠାରୁ ହିଁ ଶୁଭାରମ୍ଭ କରିବେ। ଏଥିସହିତ କେତେକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍ଘାଟନ ମଧ୍ୟ କରିବେ। ସେଥିପାଇଁ ସୁରକ୍ଷା ବ୍ୟବସ୍ଥାର ତଦାରଖ ପାଇଁ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଅଖିଲେଶ୍ୱର୍ ସିଂ ଆଜି ଭବାନୀପାଟଣା ଗସ୍ତରେ ଆସିଥିଲେ। ସହର ଉପକଣ୍ଠରେ ଥିବା ଶ୍ରୀକୃଷ୍ଣ ନଗର ସଭାସ୍ଥଳ ପରିଦର୍ଶନ କରିବା ସହିତ ଏସପି ଅଫିସରେ ଶ୍ରୀ ସିଂ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଥିଲେ। ସମୀକ୍ଷା ସମୟରେ ଏସପି ନାଗରାଜ୍ ଦେବରକୋଣ୍ଡା, ସଦର ଏସଡିପିଓ ଆଜିଙ୍କ୍ୟମାନେ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories