www.samajalive.in
Tuesday, December 9, 2025
19.1 C
Bhubaneswar

ଝାଡାବାନ୍ତିରେ ଆଉ ଜଣେ ମୃତ

ସମାଜ ଡିଜିଟାଲ ଡେସ୍କ: ଗଞ୍ଜାମ ଜିଲା ଦିଗପହଣ୍ଡି ଉସ୍ତପଲ୍ଲୀ ଗାଁରେ ଝାଡାବାନ୍ତିରେ ଆଉ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଦିଗପହଣ୍ଡି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଅନ୍ୟ ୧୦ ଆକ୍ରାନ୍ତଙ୍କର ବ୍ରହ୍ମପୁର ଓ ଦିଗପହଣ୍ଡି ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି । ଝାଡାବାନ୍ତି ଏହି ଅଞ୍ଚଳରେ କିପରି ବ୍ୟାପିଲା ତାହାର ଯାଞ୍ଚ କରାଯାଉଛି । ସ୍ଥାନୀୟ ଅଞ୍ଚଳର ପାଣି ନମୁନା ସଂଗ୍ରହ କରି ଲ୍ୟାବକୁ ପଠାଯାଇଥିବା ସୂଚନା ମିଳିଛି ।

Hot this week

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

Related Articles

Popular Categories