www.samajalive.in
Monday, December 15, 2025
16.1 C
Bhubaneswar

ଅଟୋ ଓଲଟି ଜଣେ ମୃତ, ୫ ଆହତ

ବ୍ରହ୍ମପୁର: ଅଟୋ ଓଲଟି ପଡ଼ିବାରୁ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୫ ଗୁରୁତର ଆହତ ହୋଇଛନ୍ତି। ଦିଗପହଣ୍ଡି ଗଣିଆନାଳ ଛକ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା। ବିବାହ ଭୋଜି ଖାଇବାକୁ ସାନଖେମୁଣ୍ଡି ଗାଁର ଲୋଚାପଡ଼ା ଯାଉଥିବାବେଳେ ଏହି ଦୁର୍ଘଟଣା ହୋଇଥିଲା। ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଯାଇଥିଲା ଏବଂ ୫ଜଣ ଗୁରୁତର ଆହତ ହୋଇଥିଲେ। ଦୁର୍ଘଟଣାରେ ଆହତ ସମସ୍ତ ୫ଜଣଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ମେଡ଼ିକାଲ କଲେଜକୁ  ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories