www.samajalive.in
Saturday, December 13, 2025
14.1 C
Bhubaneswar

ବଜ୍ରଘାତରେ ଗଲା ୨ ଜୀବନ

ଦିଗପହଣ୍ଡି: ବଜ୍ରାଘାତରେ ଗଛ ତଳେ ଚାଲିଗଲା ୨ଜଣଙ୍କ ଜୀବନ। ପାଟପୁର ଥାନା ଲକ୍ଷ୍ମୀ ମନ୍ଦିରସାହି ନିକଟରେ ବଜ୍ରାଘାତରେ ୨ଜଣ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଗଛ ତଳେ ଆଶ୍ରୟ ନେଇଥିବା ବେଳେ ବଜ୍ରପାତ ଯୋଗୁଁ ଏହି ୨ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

Hot this week

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

Related Articles

Popular Categories