www.samajalive.in
Wednesday, December 10, 2025
17.1 C
Bhubaneswar

ଦିଲ୍ଲୀପ କୁମାର ଗୁରୁତର : ଡ଼ାକ୍ତରଖାନାରେ ଭର୍ତ୍ତି

ମୁମ୍ବଇ : ବଲିଉଡ଼୍‍ ର ଟ୍ରାଜେଡ଼ି କିଙ୍ଗ୍‍ ତଥା ପ୍ରସିଦ୍ଧ ଅଭିନେତା ଦିଲ୍ଲୀପ କୁମାରଙ୍କୁ ଛାତିରେ ସଂକ୍ରମଣ ଯୋଗୁଁ ମୁମ୍ବଇ ସ୍ଥିତ ଲୀଲାବତୀ ଡାକ୍ତରଖାନରେ ଭର୍ତ୍ତି କରାଯାଇଛି। ପତ୍ନୀ ସାଏରା ବାନୁ ସାମାଜିକ ଗଣମାଧ୍ୟମ ଜରିଆରେ ଦିଲ୍ଲୀପଙ୍କ ପ୍ରଶଂସକମାନଙ୍କୁ ଏହି ଖବର ଜଣାଇଛନ୍ତି। ସେ ଲେଖିଛନ୍ତି, ‘ସାହେବ ଛାତିରେ ସଂକ୍ରମଣ ଯୋଗୁଁ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ଲୀଲାବତୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେ ଶୀଘ୍ର ସୁସ୍ଥ ହେବା ନେଇ ପ୍ରାର୍ଥନା କରିବାକୁ ଆପଣମାନଙ୍କୁ ଅନୁରୋଧ’।
ସୂଚନା ଅନୁସାରେ, ଗତ କିଛି ବର୍ଷ ହେବ ଦିଲ୍ଲୀପଙ୍କ ସ୍ୱାସ୍ଥ୍ୟରେ ଅବନତି ଦେଖା ଦେଇଛି। ଏହା ପୂର୍ବରୁ ଗତ ଅଗଷ୍ଟ ମାସରେ ମଧ୍ୟ ସ୍ୱାସ୍ଥ୍ୟ ଜନିତ ସମସ୍ୟା ଯୋଗୁଁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ସବୁ ସମୟରେ ସାଏରା ତାଙ୍କ ସାଥିରେ ରହିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories