www.samajalive.in
Tuesday, December 9, 2025
15.1 C
Bhubaneswar

ନିର୍ବାଚନ ଲଢ଼ି ପାରିବେ ଦିଲୀପ ରାୟ !

ଭୁବନେଶ୍ବର: ବରିଷ୍ଠ ନେତା ଦିଲୀପ ରାୟ ନିର୍ବାଚନରେ ଲଢ଼ିପାରିବେ। ଦୀଲିପ ରାୟଙ୍କ ଦଣ୍ଡାଦେଶ ଉପରେ ଦିଲ୍ଲୀ ହାଇକୋର୍ଟ ରହିତା ଦେଶ ଦେଇଛନ୍ତି। କୋଇଲା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଦିଲୀପ ରାୟଙ୍କ ଦଣ୍ଡାଦେଶ ଉପରେ ଦିଲ୍ଲୀ ହାଇକୋର୍ଟ ରହିତାଦେଶ ଦେଇଛନ୍ତି। ଦିଲୀପ ରାୟଙ୍କ ଉପରେ ଦିଲ୍ଲୀ ହାଇକୋର୍ଟ ପକ୍ଷରୁ କୋଇଲା ଦୁର୍ନୀତି ମାମଲାରେ ରହିତାଦେଶ ନେଇ ଖବର ସରବରାହ ସଂସ୍ଥା ପିଟିଆଇ ସୂତ୍ରରୁ ସୂଚନା ଦିଆଯାଇଛି। ଦିଲ୍ଲୀ ହାଇକୋର୍ଟଙ୍କ ରହିତାଦେଶ ପରେ ଦିଲୀପ ରାୟଙ୍କ ନିର୍ବାଚନ ଲଢ଼ିବା ବାଟ ଫିଟିଯାଇଛି। କୋଇଲା ଦୁର୍ନୀତି ମାମଲାରେ ୨୦୨୦ରେ ଦିଲୀପଙ୍କୁ ତଳକୋର୍ଟ ଦଣ୍ଡାଦେଶ କରିଥିଲେ। ୩ ବର୍ଷ ଜେଲ ଓ ୧୦ଲକ୍ଷ ଟଙ୍କା ଜୋରିମାନା କରିଥିଲେ କୋର୍ଟ। ଦଣ୍ଡାଦେଶକୁ ଚାଲେଞ୍ଜ କରି ହାଇକୋର୍ଟ ଯାଇଥିଲେ ଦୀଲିପ ରାୟ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories