www.samajalive.in
Saturday, December 6, 2025
26.1 C
Bhubaneswar

ପୁଣି ଚମକିଲେ ଓଡ଼ିଆ, ଦିଲ୍ଲୀପ ତିର୍କୀ ହକି ଇଣ୍ଡିଆର ନୂଆ ସଭାପତି

ଡେସ୍କ: ଜାତୀୟ ସ୍ତରରେ ଓଡ଼ିଶାକୁ ଗୋଟିଏ ପରେ ଗୋଟିଏ ସଫଳତା ମିଳିବାରେ ଲାଗିଛି। ଦ୍ରୌପଦୀ ମୁର୍ମୁ ଦେଶର ସର୍ବୋଚ୍ଚ ରାଷ୍ଟ୍ରପତି ପଦ ଅଳଙ୍କୃତ କରିବା ପରେ ଭାରତୀୟ ହକି ଟିମ୍‌ର ପୂର୍ବତନ ଅଧିନାୟକ ଦିଲ୍ଲୀପ ତିର୍କୀ ହକି ଇଣ୍ଡିଆର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ବିନା ପ୍ରତିଦ୍ୱନ୍ଦ୍ୱିତାରେ ସେ ନିର୍ବାଚିତ ହୋଇଥିବା ସୂଚନା ମିଳିଛି।

ହକି ଇଣ୍ଡିଆ ସଭାପତି ପଦ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିବା ଅନ୍ୟ ଦୁଇ ଜଣ ସେମାନଙ୍କ ନାମାଙ୍କନ ପ୍ରତ୍ୟାହାର କରିବା ପରେ ଦିଲୀପ ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହୋଇଛନ୍ତି। ପ୍ରଥମ ଓଡ଼ିଆ ଭାବେ ସେ ଏହି ପଦବୀକୁ ନିର୍ବାଚିତ ହୋଇଛନ୍ତି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories