www.samajalive.in
Wednesday, December 10, 2025
15.1 C
Bhubaneswar

ଦୀନଦୟାଲ ଉପାଧ୍ୟାୟ ଜୟନ୍ତୀ

ଚୌଦ୍ୱାର  : ଭାଜପା ଚୌଦ୍ୱାର ମଣ୍ଡଳ ତରଫରୁ ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟଙ୍କ ୧୦୫ତମ ଜୟନ୍ତୀ ପାଳିତ ହୋଇ ଯାଇଛି। ମଣ୍ଡଳ ସଭାପତି କୈଳାସ ଚନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ଚୌଦ୍ୱାର ଯାତ୍ରାପଡ଼ିଆସ୍ଥିତ ୟୁନିୟନ ସ୍ପୋର୍ଟିଂ କ୍ଲବ୍ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲା ଉପ ସଭାପତି ପ୍ରଶାନ୍ତ କୁମାର ହୋତା, ଜିଲା ସମ୍ପାଦକ ବୈରାଗୀ ଚରଣ ପ୍ରଧାନ, କାର୍ଯ୍ୟକାରିଣୀ ସଦସ୍ୟ ପ୍ରକାଶ ଚନ୍ଦ୍ର ବଡ଼ଜେନା, ଇଂ ହରିହର ରଣା ପ୍ରମୁଖ ଦୀନ ଦୟାଲଙ୍କ ଜୀବନୀ, ତାଙ୍କର ଏକାତ୍ମ ମାନବବାଦ, ଅନ୍ତୋଦୟ, ସ୍ୱଦେଶୀ ତଥା ଜାତୀୟତା ଚିନ୍ତାଧାରା ଉପରେ ବିଶେଷ ଆଲୋଚନା କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ହଂସ ଚରଣ ସାହୁ, କ୍ରୀଷ୍ଣା ରାଓ, ରତିକାନ୍ତ ପାକଳ, ଭାଗୀରଥି ସାହୁ, ତପନ କୁମାର ମଲ୍ଲିକ,ଉଦୟନାଥ ପରିଡ଼ା,ସୁଶାନ୍ତ ମହାନ୍ତି,ପବିତ୍ର ରଣସିଂହ ପ୍ରମୁଖ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories