ଅବସର ପରେ ଦୀନେଶ କାର୍ତ୍ତିକଙ୍କୁ ମିଳିଲା ବଡ଼ ଦାୟିତ୍ଵ
ନୂଆଦିଲ୍ଲୀ: କ୍ରିକେଟର ସମସ୍ତ ଫର୍ମାଟରୁ ସନ୍ନ୍ୟାସ ନେବା ପରେ ଅଭିଜ୍ଞ ୱିକେଟ୍ ରକ୍ଷକ ବ୍ୟାଟ୍ସମ୍ୟାନ୍ ଦୀନେଶ କାର୍ତ୍ତିକଙ୍କୁ ଏକ ବଡ଼ ଦାୟିତ୍ଵ ମିଳିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି)ର ମେଣ୍ଟର ତଥା ବ୍ୟାଟିଂ ପ୍ରଶିକ୍ଷକ ଭାବେ ତାଙ୍କ ନାମ ଘୋଷଣା କରାଯାଇଛି। ଏନେଇ ଏକ୍ସ ଜରିଆରେ ଆରସିବି ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଆରସିବି ପକ୍ଷରୁ ଆଇପିଏଲ-୨୦୨୪ ଖେଳିବା ପରେ ଜୁନ୍ ୧ରେ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଥିଲେ ଦୀନେଶ କାର୍ତ୍ତିକ।
Welcome our keeper in every sense, 𝗗𝗶𝗻𝗲𝘀𝗵 𝗞𝗮𝗿𝘁𝗵𝗶𝗸, back into RCB in an all new avatar. DK will be the 𝗕𝗮𝘁𝘁𝗶𝗻𝗴 𝗖𝗼𝗮𝗰𝗵 𝗮𝗻𝗱 𝗠𝗲𝗻𝘁𝗼𝗿 of RCB Men’s team! 🤩🫡
You can take the man out of cricket but not cricket out of the man! 🙌 Shower him with all the… pic.twitter.com/Cw5IcjhI0v
— Royal Challengers Bengaluru (@RCBTweets) July 1, 2024
Comments are closed.