www.samajalive.in
Sunday, December 14, 2025
19.1 C
Bhubaneswar

ଅବସର ପରେ ଦୀନେଶ କାର୍ତ୍ତିକଙ୍କୁ ମିଳିଲା ବଡ଼ ଦାୟିତ୍ଵ

ନୂଆଦିଲ୍ଲୀ: କ୍ରିକେଟର ସମସ୍ତ ଫର୍ମାଟରୁ ସନ୍ନ୍ୟାସ ନେବା ପରେ ଅଭିଜ୍ଞ ୱିକେଟ୍ ରକ୍ଷକ ବ୍ୟାଟ୍ସମ୍ୟାନ୍ ଦୀନେଶ କାର୍ତ୍ତିକଙ୍କୁ ଏକ ବଡ଼ ଦାୟିତ୍ଵ ମିଳିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି)ର ମେଣ୍ଟର ତଥା ବ୍ୟାଟିଂ ପ୍ରଶିକ୍ଷକ ଭାବେ ତାଙ୍କ ନାମ ଘୋଷଣା କରାଯାଇଛି। ଏନେଇ ଏକ୍ସ ଜରିଆରେ ଆରସିବି ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଆରସିବି ପକ୍ଷରୁ ଆଇପିଏଲ-୨୦୨୪ ଖେଳିବା ପରେ ଜୁନ୍‌ ୧ରେ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଥିଲେ ଦୀନେଶ କାର୍ତ୍ତିକ।

Hot this week

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

Related Articles

Popular Categories