www.samajalive.in
Monday, December 15, 2025
26.1 C
Bhubaneswar

ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଦୀପକ ମିଶ୍ରଙ୍କ ବିରୋଧରେ କଂଗ୍ରେସ ସମେତ ୭ ବିରୋଧୀ ଦଳ ଆଣିଥିବା ମହାଅଭିଯୋଗ ପ୍ରସ୍ତାବକୁ ଉପରାଷ୍ଟ୍ରପତି ତଥା ରାଜ୍ୟସଭା ଅଧ୍ୟକ୍ଷ ଭେଙ୍କୟା ନାଇଡ଼ୁ ଖାରଜ କରିଦେଇଛନ୍ତି। ଆଇନ ବିଶାରଦଙ୍କ ସହିତ ଆଲୋଚନା ପରେ ପ୍ରସ୍ତାବ ଖାରଜ ହୋଇଯାଇଛି। ଏଥିରେ ୭୧ ଜଣ ସାଂସଦ ସ୍ୱାକ୍ଷର କରିଥିଲେ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories