www.samajalive.in
Tuesday, December 9, 2025
15.1 C
Bhubaneswar

ପୁଣି ଏକାଠି ହେବେ ଦୀପିକା ଓ ରଣବୀର କପୁର

ମୁମ୍ବଇ : ଦୀପିକା ପାଦୁକୋନ ଓ ରଣବୀର କପୁର ପୁଣିଥରେ ପରଦାରେ ଏକାଠି ନଜର ଆସିବାକୁ ଯାଉଛନ୍ତି। ପୂର୍ବରୁ ଦୁହେଁ ବହୁ ଚଳଚ୍ଚିତ୍ରରେ ଏକାଠି ଅଭିନୟ କରିଛନ୍ତି। ପରଦାରେ ଦୁହିଁଙ୍କ ଯୋଡ଼ିକୁ ଲୋକେ ଖୁବ୍‍ ପସନ୍ଦ କରିଥିଲେ। ସୂଚନା ଅନୁସାରେ, ଏବେ ଦୁହେଁ ନିର୍ଦ୍ଦେଶକ ଲଭ୍‍ ରଞ୍ଜନଙ୍କ ଆଗାମୀ ଚଳଚ୍ଚିତ୍ରରେ ଏକାଠି ନଜର ଆସିବେ।

ବିଶେଷ ସୂତ୍ରରୁ ପ୍ରକାଶ ଯେ, ଚଳଚ୍ଚିତ୍ରର ସୁଟିଂ ଚଳିତ ବର୍ଷ ଆରମ୍ଭ ହେବ ଏବଂ ଡିସେମ୍ବର ୨୦୨୦ରେ ଏହା ମୁକ୍ତିଲାଭ କରିବ। ତେବେ ଚଳଚ୍ଚିତ୍ରର ନାମ ଏଯାବତ୍‍ ଘୋଷଣା କରାଯାଇ ନାହିଁ। ଚଳଚ୍ଚିତ୍ରରେ ରଣବୀରଙ୍କ ବ୍ୟତୀତ ଅଜୟ ଦେବଗନଙ୍କୁ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଦେଖିବାକୁ ମିଳିବ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories