www.samajalive.in
Thursday, December 11, 2025
27.1 C
Bhubaneswar

ଗାଜିଆବାଦ, ପୋର୍ଟ ବ୍ଲେୟାର ଓ ଗୋଆକୁ ଭୁବନେଶ୍ୱରରୁ ଆରମ୍ଭ ହେବ ସିଧାସଳଖ ବିମାନ ସେବା

ଡେସ୍କ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଖୁବ୍ ଶୀଘ୍ର ଭୁବନେଶ୍ୱରରୁ ଗାଜିଆବାଦ, ପୋର୍ଟ ବ୍ଲେୟାର ଓ ଗୋଆପାଇଁ ଆରମ୍ଭ ହେବ ସିଧାସଳଖ ବିମାନ ସେବା। ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଶ୍ରୀ ମାଝୀ କହିଛନ୍ତି, ବିକଶିତ ଓଡ଼ିଶାର ମୂଳଦୁଆ ପଡୁଛି। ଏହି ବିମାନ ସେବା ରାଜ୍ୟର ଅର୍ଥନୈତିକ ବିକାଶକୁ ଗତି ଦେବା ସହ ବିମାନ ସେବା ଓ ଯୋଗାଯୋଗ ବ୍ୟବସ୍ଥାରେ ନୂଆ ଅଧ୍ୟାୟ ଯୋଡ଼ିବ।

Hot this week

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories