www.samajalive.in
Sunday, December 14, 2025
26.1 C
Bhubaneswar

ଭୁବନେଶ୍ୱରରୁ କ୍ୱାଲାଲାମ୍ପୁରକୁ ସିଧା ବିମାନ ସେବା

ଭୁବନେଶ୍ୱର: ପୁଣି ଥରେ ରାଜଧାନୀ ଭୁବନେଶ୍ୱରରୁ କ୍ୱାଲାଲାମ୍ପୁରକୁ ସିଧା ବିମାନ ଉଡ଼ିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ସିଧାସଳଖ ବିମାନ ଉଡ଼ାଣ ପାଇଁ ଚୁକ୍ତି ଶେଷ ହୋଇଛି ବୋଲି ପ୍ରବାସୀ ଭାରତୀୟଙ୍କ ଦାବି ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୂଚନା ଦେଇଥିବା ଜଣାପଡ଼ିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories