www.samajalive.in
Sunday, December 7, 2025
15.1 C
Bhubaneswar

ପବିତ୍ର ଘୋଷଯାତ୍ରାର ସିଧାପ୍ରସାରଣ ହେବ

ଭୁବନେଶ୍ବର : ପବିତ୍ର ଘୋଷଯାତ୍ରା ଅବସରରେ ଘୋଷଯାତ୍ରାର ସିଧାପ୍ରସାରଣର ବ୍ୟବସ୍ଥା କରାଯାଇଛି। ଏହାଦ୍ୱାରା ଦର୍ଶନାଭିଳାଷୀ ଭକ୍ତମାନେ ଘୋଷଯାତ୍ରାର ପ୍ରତିଟି ମୁହୂର୍ତ୍ତକୁ ସ୍ପଷ୍ଟ ଭାବେ ଦେଖିପାରିବେ। ଏଥିରେ ଓଡ଼ିଶାର ଜଗନ୍ନାଥ ସଂସ୍କୃତି ବିଶାରଦ ତଥା ପ୍ରଖ୍ୟାତ ଭାଷ୍ୟକାରଙ୍କ ପ୍ରଗଳ୍‌ଭ ଏବଂ ତାତ୍ତ୍ବିକ ବିଶ୍ଲେଷଣାତ୍ମକ ବିବରଣୀ ଦର୍ଶକମାନଙ୍କ ନିକଟରେ ପରିବେଷଣ କରାଯିବ। ବିଶିଷ୍ଟ ପ୍ରବଚକମାନେ ଘୋଷଯାତ୍ରାର ଧାରାବିବରଣୀ ପ୍ରଦାନ କରିବା ସହିତ ଦର୍ଶକଙ୍କୁ ଭକ୍ତି ରସାମୃତରେ ଆହ୍ଲାଦିତ କରିବାର କାର୍ଯ୍ୟକ୍ରମ ରହିଛି। ଡିଡି ଓଡ଼ିଆରେ ସିଧା ପ୍ରସାରଣ ସକାଳ ୮ଟାରୁ ଆରମ୍ଭ ହେବ । ଏହି ପ୍ରସାରଣ ଡିଡି ଓଡ଼ିଆ ଏବଂ ଡିଡି ନ୍ୟାସନାଲ୍‌ ୟୁଟ୍ୟୁବ୍‌ ଚାନେଲ୍‌ରେ ସକାଳ ୮ଟାରୁ ଲାଇଭ୍‌ ଷ୍ଟ୍ରିମିଙ୍ଗ୍‌ ମାଧ୍ୟମରେ ଉପଲବ୍ଧ ହେବ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories